Home Covid କରୋନା ରୋଗୀଙ୍କୁ ଔଷଧ ଓ ଇଞ୍ଜେକ୍ସନ ଦେବା ନେଇ ଆସିଲା ନୂଆ ଗାଇଡ୍‌ଲାଇନ୍

କରୋନା ରୋଗୀଙ୍କୁ ଔଷଧ ଓ ଇଞ୍ଜେକ୍ସନ ଦେବା ନେଇ ଆସିଲା ନୂଆ ଗାଇଡ୍‌ଲାଇନ୍

101
0

ଭୁବନେଶ୍ୱର: କରୋନା ରୋଗୀଙ୍କୁ ଔଷଧ ଓ ଇଞ୍ଜେକ୍ସନ ଦେବା ନେଇ ଆସିଲା ନୂଆ SOP। କରୋନା ପାଇଁ ନୂଆ ଔଷଧ TOCILIZUMAB(ଟୋସଲିଜୁମାବ) ଓ ଅନ୍ୟ ଔଷଧ ପାଇଁ ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ପ୍ରୋଟୋକଲ ଜାରି ହୋଇଛି। ଗୁରୁତର ରୋଗୀଙ୍କୁ ଔଷଧ, ଇଞ୍ଜେକ୍ସନ ଦିଆଯାଇପାରିବ। ଭେଣ୍ଟିଲେଟରରେ ଥିବା ରୋଗୀ, ଅକ୍ସିଜେନ ଲେବଲ କମ୍ ଥିବା ରୋଗୀଙ୍କୁ ଔଷଧ ଦିଆଯାଇପାରିବ। ଇଞ୍ଜେକ୍ସନ ଦେବା ପୂର୍ବରୁ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ କରାଯିବ। କରୋନା ରୋଗୀଙ୍କୁ ଔଷଧ ଦେବା ନେଇ DCGI ଅନୁମତି ଦେଇଛନ୍ତି।