Home Latest News କୋଭିଡ୍ ହସ୍ପିଟାଲକୁ ସହଯୋଗ ପାଇଁ ବୀନା ରିଫାଇନାରୀ ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର

କୋଭିଡ୍ ହସ୍ପିଟାଲକୁ ସହଯୋଗ ପାଇଁ ବୀନା ରିଫାଇନାରୀ ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର

141
0

ଭୁବନେଶ୍ୱର ୨ ଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯାଇ ବିନା ରିଫାଇନାରୀ ନିକଟରେ ନିର୍ମାଣାଧୀନ ହଜାରେ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲର ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେହିପରି ମହାମାରୀର ମୁକାବିଲା ପାଇଁ ମଧ୍ୟପ୍ରଦେଶରେ ନିଆଯାଉଥିବା ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଏବଂ ଭାରତ ଓମାନ ରିଫାଇନାରୀ ଲିମିଟେଡର ବରିଷ୍ଠ ଅଧିକାରୀଙ୍କ ସହ ବି ଆଲୋଚନା କରିଛନ୍ତି। ଧର୍ମେନ୍ଦ୍ର କରିଛନ୍ତି, କୋଭିଡ୍ ହସ୍ପିଟାଲକୁ ସହଯୋଗ ପାଇଁ ବୀନା ରିଫାଇନାରୀ ପ୍ରତିଶ୍ରୁତିବଦ୍ଧ।