Home Covid ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୯୭୦୬ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୭୮୯

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୯୭୦୬ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୭୮୯

147
0

ଭୁବନେଶ୍ୱର: ରାଜ୍ୟରେ ଆଜି ୯୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୮୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୭ ହଜାର ୫୬୯କୁ ବୃଦ୍ଧି ପାଇଛି ।