Home Covid ଭୁବନେଶ୍ୱରରୁ ଚିହ୍ନଟ ହେଲେ ରାଜ୍ୟର ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ

ଭୁବନେଶ୍ୱରରୁ ଚିହ୍ନଟ ହେଲେ ରାଜ୍ୟର ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ

128
0

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ରୋଗୀ ଏବେ ଭୁବନେଶ୍ୱରରେ ଚିକିତ୍ସାଧୀନ ଅଛନ୍ତି। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନଥିବା ସୂଚନା ମିଳିଛି। ରୋଗୀଙ୍କ ଶରୀରରେ ବିଭିନ୍ନ ବ୍ଲାକ୍ ଫଙ୍ଗସ୍ ଲକ୍ଷଣ ଚିହ୍ନଟ ହୋଇଛି। ଚିହ୍ନଟ ରୋଗୀଙ୍କ ବୟସ ୭୧ ବର୍ଷ ବୋଲି ଜଣାପଡ଼ିଛି। ବ୍ଲାକ୍ ଫଙ୍ଗସ୍ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।