Home Covid ଦିନକରେ ସୁସ୍ଥ ହେଲେ ୮୫୪୭ କରୋନା ଆକ୍ରାନ୍ତ

ଦିନକରେ ସୁସ୍ଥ ହେଲେ ୮୫୪୭ କରୋନା ଆକ୍ରାନ୍ତ

105
0

ଭୁବନେଶ୍ୱର: ଦିନକରେ ସୁସ୍ଥ ହେଲେ ୮୫୪୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୪୭୩୬୮୦କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି ।