Home Covid କୋଭିଡ୍ ଆକ୍ରାନ୍ତ ଶିଶୁଙ୍କ ସୁରକ୍ଷା ପାଇଁ ଗଠନ ହେଲା କମିଟି

କୋଭିଡ୍ ଆକ୍ରାନ୍ତ ଶିଶୁଙ୍କ ସୁରକ୍ଷା ପାଇଁ ଗଠନ ହେଲା କମିଟି

124
0

ଭୁବନେଶ୍ୱର: କୋଭିଡ୍ ଆକ୍ରାନ୍ତ ଶିଶୁଙ୍କୁ ପର୍ଯ୍ୟବେକ୍ଷଣ ଲାଗି ଗଠନ ହେଲା କମିଟି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗଠନ କରାଯାଇଛି ଏହି କମିଟି । DMETଙ୍କ ଅଧ୍ୟକ୍ଷତାରେ ଏହି ୮ ଜଣିଆ କମିଟି ଗଠନ ହୋଇଛି । ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଏହି କମିଟିର ସଦସ୍ୟ ଆବାହକ ରହିବେ । ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ କମିଟି ତର୍ଜମା କରିବ ।