Home Covid ସମ୍ଭାବ୍ୟ ବାତ୍ୟା ବେଳେ କରୋନା ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱାରୋପ

ସମ୍ଭାବ୍ୟ ବାତ୍ୟା ବେଳେ କରୋନା ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱାରୋପ

117
0

ନୂଆଦିଲ୍ଲୀ/ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ବେଳେ କରୋନା ରୋଗୀ ଯେଭଳି ସୁରକ୍ଷିତ ରହିବେ ଏବଂ କୋଭିଡ୍ ହସ୍ପିଟାଲ ଓ କେନ୍ଦ୍ର ଗୁଡିକ ପରିଚାଳନାରେ ଯେମିତି କୌଣସି ବ୍ୟାଘାତ ନ ହୁଏ ତାହା ନିଶ୍ଚିତ କରିବା ଉପରେ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ବାତ୍ୟା ପ୍ରଭାବିତ ଅଞ୍ଚଳରୁ ଦେଶର ଅନ୍ୟ ଅଞ୍ଚଳକୁ ଚାଲିଥିବା ଅକ୍ସିଜେନ୍ ଉତ୍ପାଦନ ଓ ଯୋଗାଣ ବଜାୟ ରଖିବା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି।