Home Covid କାଲି ହ୍ରାସ ପାଇଥିଲା, ଆଜି ପୁଣି ବଢ଼ିଲା: ଦିନକରେ ଓଡ଼ିଶାରେ ୧୧,୬୨୩ କରୋନା ପଜିଟିଭ ଚିହ୍ନଟ

କାଲି ହ୍ରାସ ପାଇଥିଲା, ଆଜି ପୁଣି ବଢ଼ିଲା: ଦିନକରେ ଓଡ଼ିଶାରେ ୧୧,୬୨୩ କରୋନା ପଜିଟିଭ ଚିହ୍ନଟ

93
0

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଦୈନିକ କରୋନା ସଂକ୍ରମଣ ହାରରେ ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ସଂକ୍ରମଣ ହାର ବଢ଼ିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୧,୬୨୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।କ୍ୱାରେଣ୍ଟାଇନରୁ ୬୫୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟସ ୫୧୧୪ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୦୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୯୮ ଓ ସୁନ୍ଦରଗଡ଼ରୁ ୬୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି