Home Covid ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୩୫ କରୋନା ସଂକ୍ରମିତ

ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୩୫ କରୋନା ସଂକ୍ରମିତ

113
0

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୬୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୫୮୪ରେ ପହଞ୍ଚିଛି।