Home Covid ଏଣିକି ଦକ୍ଷିଣ କୋରିଆରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ, ନିର୍ଭୟରେ ବୁଲିପାରିବେ ଲୋକ

ଏଣିକି ଦକ୍ଷିଣ କୋରିଆରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ, ନିର୍ଭୟରେ ବୁଲିପାରିବେ ଲୋକ

116
0

ସିଓଲ୍: ସାରା ବିଶ୍ୱରେ କରାେନା ମହାମାରୀ  କାୟା ବିସ୍ତାର କରି ରଖିଥିବା ବେଳେ ସମସ୍ତଙ୍କୁ ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦିଆଯାଉଛି । କିନ୍ତୁ ଏଭଳି ପରିସ୍ଥିତିରେ ମଧ୍ୟ ଦକ୍ଷିଣ କୋରିଆବାସୀଙ୍କୁ ମାସ୍କ ପ୍ରତି ଗରୁତ୍ୱ ନଦେବାକୁ କୁହାଯାଉଛି ।