Home Covid ରାଜ୍ୟରେ ବଢିବ କି ଲକ୍ ଡାଉନ୍ ? ଏମିତି କହିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର

ରାଜ୍ୟରେ ବଢିବ କି ଲକ୍ ଡାଉନ୍ ? ଏମିତି କହିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର

194
0

ଭୁବନେଶ୍ବର ୨୭।୫: ବାତ୍ୟା ‘ୟାସ୍’ ପ୍ରଭାବିତ ଅଞ୍ଚଳରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି ବାତ୍ୟା ‘ୟାସ୍’ ପ୍ରଭାବିତ ଅଞ୍ଚଳରେ ସ୍ଥିତିରେ ସୁଧାର ଆସିଲେ ଡୋର୍ ଟୁ ଡୋର୍ ସର୍ଭେକୁ ଜୋରଦାର କରାଯିବ । ପ୍ରଭାବିତ ଅଞ୍ଚଳରେ ଲୋକମାନେ ବାତ୍ୟା ଆଶ୍ରୟସ୍ଥଳୀରୁ ଫେରିଲେ ଟିକାକରଣ ଓ ଟେଷ୍ଟିଂ ଆରମ୍ଭ ହେବ ।