Home Covid ଜୁଲାଇ ବେଳକୁ ଭାରତରେ ମିଳିପାରେ ଫାଇଜର

ଜୁଲାଇ ବେଳକୁ ଭାରତରେ ମିଳିପାରେ ଫାଇଜର

88
0

ନୂଆଦିଲ୍ଲୀ: ଜୁଲାଇ ବେଳକୁ ଭାରତରେ ମିଳିପାରେ ଫାଇଜର ଟିକା। ଆମେ ଫାଇଜର ସହ ଯୋଗାଯୋଗରେ ଅଛୁ ବୋଲି ନିତି ଆୟୋଗ ସଦସ୍ୟ ଭିକେ ପଲ୍ କହିଛନ୍ତି। ଫାଇଜର ଆମଠାରୁ କଣ ଆଶା କରୁଛି ସେନେଇ ଆଲୋଚନା ଚାଲିଛି। ଆମେ ତାଠାରୁ କଣ ଆଶା ରଖିଛୁ, ସେନେଇ ଆଲୋଚନା ଚାଲିଛି। ଭାରତ ପାଇଁ ଲାଇସେନ୍ସ ପାଇବାକୁ ଫାଇଜର ଆବେଦନ କରିବ। ଆବେଦନ କରିବା ପରେ ବିଚାରକୁ ନିଆଯାଇ ମଂଜୁରୀ ବ୍ୟବସ୍ଥା କରାଯିବ।