Home Covid କେନ୍ଦ୍ରର ଟିକାକରଣ ନୀତିକୁ ସମର୍ଥନ କରିଥିବାରୁ ରାଜ୍ୟ ନେତୃତ୍ୱଙ୍କୁ ଧନ୍ୟବାଦ- ଧର୍ମେନ୍ଦ୍ର

କେନ୍ଦ୍ରର ଟିକାକରଣ ନୀତିକୁ ସମର୍ଥନ କରିଥିବାରୁ ରାଜ୍ୟ ନେତୃତ୍ୱଙ୍କୁ ଧନ୍ୟବାଦ- ଧର୍ମେନ୍ଦ୍ର

100
0

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆସ୍ଥା ଓ ଭରସା ପ୍ରକଟ କରି ରାଜ୍ୟର ନେତୃତ୍ୱ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କେନ୍ଦ୍ରର ଟିକାକରଣ ନୀତିକୁ ସମର୍ଥନ କରିବା ସହ କେନ୍ଦ୍ର ସରକାରଙ୍କୁ ସମସ୍ତ ରାଜ୍ୟକୁ ଟିକା ଯୋଗାଇ ଦେବା ପାଇଁ ଅନୁରୋଧ କରିଥିବାରୁ ରାଜ୍ୟ ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।