Home Covid ୧୮ରୁ ୪୪ ବର୍ଷ ବର୍ଗ ଓ ସାମ୍ବାଦିକଙ୍କୁ ଦ୍ୱିତୀୟ ଡୋଜ କରୋନା ଟିକାକରଣ ନେଇ BMC...

୧୮ରୁ ୪୪ ବର୍ଷ ବର୍ଗ ଓ ସାମ୍ବାଦିକଙ୍କୁ ଦ୍ୱିତୀୟ ଡୋଜ କରୋନା ଟିକାକରଣ ନେଇ BMC କଲା ଏମିତି ଘୋଷଣା

129
0

ଭୁବନେଶ୍ୱର: ୧୮ରୁ ୪୪ ବର୍ଷ ବର୍ଗଙ୍କ ଦ୍ୱିତୀୟ ଡୋଜ କରୋନା ଟିକାକରଣ ପାଇଁ ଭୁବନେଶ୍ୱର ମ୍ୟୁନିସିପାଲ୍‌ କର୍ପୋରେସନ୍‌(ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆସନ୍ତା ୮ ଓ ୯ ତାରିଖରୁ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ ହେବ ଓ ଟିକାର ଅଭାବ କାରଣରୁ ବନ୍ଦ ଥିବା ମୋବିଲାଇଜେସନ କେନ୍ଦ୍ର ପୁଣି କାର୍ଯ୍ୟକ୍ଷମ ହେବ।