Home Covid କୋଭିଡ୍ ହସ୍ପିଟାଲରେ ସ୍ୱତନ୍ତ୍ର ଶିଶୁ ବିଭାଗ ପାଇଁ ନିର୍ଦ୍ଦେଶ

କୋଭିଡ୍ ହସ୍ପିଟାଲରେ ସ୍ୱତନ୍ତ୍ର ଶିଶୁ ବିଭାଗ ପାଇଁ ନିର୍ଦ୍ଦେଶ

105
0

ଭୁବନେଶ୍ୱର: ସମ୍ଭାବ୍ୟ ତୃତୀୟ ଲହର ପାଇଁ ଆଗୁଆ ପଦକ୍ଷେପ ରାଜ୍ୟ ସରକାର ନେଇଛନ୍ତି। ଆଗୁଆ ବ୍ୟବସ୍ଥା ପାଇଁ ସବୁ ଜିଲ୍ଲାପାଳ, CDMOମାନଙ୍କୁ ସ୍ୱାସ୍ଥ୍ୟ ACS ଚିଠି କରିଛନ୍ତି। ତୃତୀୟ ଲହରରେ ଛୋଟପିଲା ସଂକ୍ରମିତ ହେବା ସମ୍ଭାବନା ଥିବାରୁ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନ ଥିବା କୋଭିଡ୍ ହସ୍ପିଟାଲରେ ସ୍ୱତନ୍ତ୍ର ଶିଶୁ ବିଭାଗ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ଜିଲ୍ଲା ଓ ଉପଖଣ୍ଡ ହସ୍ପିଟାଲରେ ୧୦ଟି ଆଇସୋଲେସନ ବେଡ୍ ରହିବ ।