Home Covid ତୃତୀୟ ଲହର ପାଇଁ ଆଗୁଆ ପ୍ରସ୍ତୁତି: ଆଜିଠୁ ଘରକୁ ଘର ବୁଲି ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା...

ତୃତୀୟ ଲହର ପାଇଁ ଆଗୁଆ ପ୍ରସ୍ତୁତି: ଆଜିଠୁ ଘରକୁ ଘର ବୁଲି ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ

134
0

ବ୍ରହ୍ମପୁର: କରୋନାର ତୃତୀୟ ଲହର ଶିଶୁମାନଙ୍କ ପାଇଁ ବିପଦ ନେଇ ଆସୁଛି। ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ଉଦ୍ୟମ ଆରମ୍ଭ ହୋଇଯାଇଛି। ରାଜ୍ୟରେ ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସ ଦେଇଛନ୍ତି ।