Home Awareness ତୃତୀୟ ଲହରରେ ଶିଶୁ ଅଧିକ ଆକ୍ରାନ୍ତ ଆଶଙ୍କା, କେନ୍ଦ୍ରର ସ୍ୱତନ୍ତ୍ର ଗାଇଡ୍‌ଲାଇନ୍‌

ତୃତୀୟ ଲହରରେ ଶିଶୁ ଅଧିକ ଆକ୍ରାନ୍ତ ଆଶଙ୍କା, କେନ୍ଦ୍ରର ସ୍ୱତନ୍ତ୍ର ଗାଇଡ୍‌ଲାଇନ୍‌

143
0

ନୂଆଦିଲ୍ଲୀ: କରୋନାର ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁମାନେ ଅଧିକ ଆକ୍ରାନ୍ତ ହେବାର ଆଶଙ୍କା ଥିବାରୁ ସେମାନଙ୍କ ଚିକିତ୍ସା ପାଇଁ କେନ୍ଦ୍ର ସରକାର ଏକ ଗାଇଡ୍‌ଲାଇନ୍ ପ୍ରସ୍ତୁତ କରିଛନ୍ତି । ସ୍ୱାସ୍ଥ୍ୟ ବିଭାଗର ଡିରେକ୍ଟୋରେଟ ଜେନେରାଲ ଅପ୍ ହେଲ୍ଥ ସର୍ଭିସ ଦ୍ୱାରା ଜାରି କରାଯାଇଥିବା ଏହି ଗାଇଡଲାଇନ୍‌ରେ କୁହାଯାଇଛି ଯେ, ଲକ୍ଷଣହୀନ ଓ କମ୍ ସଂକ୍ରମଣ କ୍ଷେତ୍ରରେ ଷ୍ଟେରଏଡ୍ ବ୍ୟବହାର କରାଯିବା ଅନୁଚିତ ।