Home Covid ତୃତୀୟ ଲହରରେ ଶିଶୁ ଅଧିକ ସଂକ୍ରମିତ ହେବା ଆଶଙ୍କାକୁ ନେଇ କ’ଣ କହୁଛନ୍ତି ବିଶେଷଜ୍ଞ ଜାଣନ୍ତୁ..

ତୃତୀୟ ଲହରରେ ଶିଶୁ ଅଧିକ ସଂକ୍ରମିତ ହେବା ଆଶଙ୍କାକୁ ନେଇ କ’ଣ କହୁଛନ୍ତି ବିଶେଷଜ୍ଞ ଜାଣନ୍ତୁ..

132
0

ଭୁବନେଶ୍ୱର: କରୋନା ସାରା ବିଶ୍ୱକୁ ଡରାଇ ରଖିଛି । କରୋନାରୁ ମୁକ୍ତି ପାଇବା ପାଇଁ ଦିନରାତି ଅହରହ ପରିଶ୍ରମ କରୁଛନ୍ତି ଅନେକ ବୈଜ୍ଞାନିକ ବିଶେଷଜ୍ଞ । ଆଉ ଅନ୍ୟପଟେ କରୋନା ରୋଗୀଙ୍କୁ ଭଲ କରିବା ପାଇଁ ଦିନ ରାତି ଏକ କରିଛନ୍ତି ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀମାନେ । କରୋନାର ଏହି ଦ୍ୱିତୀୟ ଲହର ଲୋକଙ୍କୁ ପ୍ରଥମ ଲହର ଅପେକ୍ଷା ଅଧିକ କନ୍ଦାଇଥିବା ବେଳେ ଏବେ ତୃତୀୟ ଲହର ଆସିବା ନେ ବିଶେଷଜ୍ଞ ଆଶଙ୍କା କରୁଛନ୍ତି । ଆଉ ସବୁଠାରୁ ବଡ଼ କଥା ହେଲା ଏହି ସମ୍ଭାବ୍ୟ ତୃତୀୟ ଲହରରେ ଛୋଟ ପିଲାମାନେ ଅଧିକ ସଂକ୍ରମିତ ହେବା ଆଶଙ୍କା ରହିଥିବା କୁହାଯାଉଛି ।