Home Awareness ଖୁବ୍ ଶୀଘ୍ର ଶିଶୁଙ୍କ ପାଇଁ ଆସିବ କରୋନା ଟିକା, ଜାଏଡସ୍ କାଡିଲା ପ୍ରସ୍ତୁତ କରୁଛି ଭ୍ୟାକସିନ୍

ଖୁବ୍ ଶୀଘ୍ର ଶିଶୁଙ୍କ ପାଇଁ ଆସିବ କରୋନା ଟିକା, ଜାଏଡସ୍ କାଡିଲା ପ୍ରସ୍ତୁତ କରୁଛି ଭ୍ୟାକସିନ୍

129
0

ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଶିଶୁଙ୍କ ପାଇଁ ଆସିବ କରୋନା ଟିକା । ଭାରତରେ ୧୨ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ ଜାଏଡସ୍ କାଡିଲା ପ୍ରସ୍ତୁତ କରିବ ଭ୍ୟାକସିନ୍ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ସୁପ୍ରିମକୋର୍ଟରେ ସତ୍ୟପାଠ ଜରିଆରେ ସୂଚନା ଦିଆଯାଇଛି ।