Home Covid ଆଜିଠୁ ଭୁବନେଶ୍ୱରରେ ସ୍ପୁଟନିକ୍ ଭି ଟିକାକରଣ ଆରମ୍ଭ

ଆଜିଠୁ ଭୁବନେଶ୍ୱରରେ ସ୍ପୁଟନିକ୍ ଭି ଟିକାକରଣ ଆରମ୍ଭ

123
0

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱରରେ ସ୍ପୁଟନିକ୍ ଭି ଟିକା ପ୍ରଦାନ କରାଯିବ। ଭୁବନେଶ୍ୱର କେୟାର ହସ୍ପିଟାଲ ପକ୍ଷରୁ ପ୍ରଥମେ ସ୍ପୁଟିନିକ ଭି ଟିକା ଅଣାଯାଇଛି। ଡକ୍ଟର ରେଡି ଲ୍ୟାବ୍‌ର କର୍ମଚାରୀମାନଙ୍କୁ ପ୍ରଥମେ ଏହା ଦିଆଯିବ। ପ୍ରଥମ ଦିନରେ ୧୮ ବର୍ଷରୁ ଅଧିକଙ୍କୁ ୨୦ଟି ଏବଂ ୪୫ ବର୍ଷରୁ ଅଧିକଙ୍କୁ ୨୦ଟି ଟିକା ଦିଆଯିବ। ୧୮ବର୍ଷରୁ ଅଧକ ବୟସ୍କଙ୍କ ପାଇଁ ଆଜିଠାରୁ ୪ଦିନର ସମସ୍ତ ସ୍ଲଟ ବୁକ୍ ସରିଛି ।