Home Awareness କୋଭିଡ୍ ପରିଚାଳନା ପାଇଁ ନୂଆ ନିର୍ଦ୍ଦେଶାନାମା ଜାରି କଲା କେନ୍ଦ୍ର

କୋଭିଡ୍ ପରିଚାଳନା ପାଇଁ ନୂଆ ନିର୍ଦ୍ଦେଶାନାମା ଜାରି କଲା କେନ୍ଦ୍ର

131
0

ନୂଆଦିଲ୍ଲୀ: କୋଭିଡ୍ ପରିଚାଳନା ଲାଗି ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକ ପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ନୂଆ ନିର୍ଦ୍ଦେଶାନାମା ଜାରି କରିଛି। ଯାହାକୁ ଅନୁସରଣ କରିବାକୁ ସବୁ ରାଜ୍ୟର ମୁଖ୍ୟ ସଚିବମାନଙ୍କୁ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା ଚିଠି ଲେଖିଛନ୍ତି। ଚିଠିରେ ସେ ଉଲ୍ଲେଖ କରିଛନ୍ତି, କୋଭିଡ୍ କଟକଣା ନିୟମ କୋହଳ ବେଳେ ଯତ୍ନବାନ ହୁଅନ୍ତୁ। ନିୟମିତ ଭାବେ ଜିଲ୍ଲା ପ୍ରଶାସନ ପକ୍ଷରୁ ଦୈନିକ ସଂକ୍ରମଣ ସ୍ଥିତି ଓ ମେଡିକାଲରେ ଶଯ୍ୟା ସଂଖ୍ୟା ଅନୁଶିଳନ କରାଯିବା ଉଚିତ୍ ।