Home Awareness କୋଭିଡ୍ ସଂକ୍ରମଣ ଯୋଗୁଁ ସାମ୍ନାକୁ ଆସିଲା ନୂଆ ଲକ୍ଷଣ !

କୋଭିଡ୍ ସଂକ୍ରମଣ ଯୋଗୁଁ ସାମ୍ନାକୁ ଆସିଲା ନୂଆ ଲକ୍ଷଣ !

138
0

ନୂଆଦିଲ୍ଲୀ: କୋଭିଡ୍ ସଂକ୍ରମଣ ଯୋଗୁଁ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହେଉଥିବା ବେଳେ ଏବେ ମଳଦ୍ୱାରରୁ ରକ୍ତ ପଡୁଥିବା ନଜରକୁ ଆସିଛି । ସାଇଟୋମେଗାଲୋ ଭାଇରସ୍ ଦ୍ୱାରା ସେମାନେ ସଂକ୍ରମିତ ହୋଇଥିବା ଦିଲ୍ଲୀ ସ୍ଥିତ ଶ୍ରୀଗଙ୍ଗାରାମ ହସ୍ପିଟାଲର ଯକୃତ ବିଭାଗ ମୁଖ୍ୟ ଅନୀଲ ଆରୋରା ଏହି ସୂଚନା ଦେଇଛନ୍ତି । ଭାରତରେ ପ୍ରଥମଥର ପାଇଁ ୫ଜଣ କୋଭିଡ୍ ଆକ୍ରାନ୍ତଙ୍କ ଠାରେ ଏହି ସମସ୍ୟା ଦେଖାଦେଇଥିଲା ।