Home Awareness ୧୨ରୁ ୧୮ ବୟସ୍କଙ୍କ ପାଇଁ ଲାଗିବ ବିନା ଛୁଞ୍ଚି ବାଲା କରୋନା କବଚ

୧୨ରୁ ୧୮ ବୟସ୍କଙ୍କ ପାଇଁ ଲାଗିବ ବିନା ଛୁଞ୍ଚି ବାଲା କରୋନା କବଚ

130
0

ନୂଆଦିଲ୍ଲୀ: ୧୨ରୁ ୧୮ ବୟସ୍କଙ୍କ ପାଇଁ ଲାଗିବ ବିନା ଛୁଞ୍ଚି ବାଲା କରୋନା କବଚ । ଭାରତୀୟ କମ୍ପାନି ଜାଇଡସ୍ କାଡିଲା ଏହାର ତିନି ଡୋଜ୍ ବିଶିଷ୍ଟ ଜାଇକୋଭ୍-ଡି ଟିକାର ଜରୁରୀକାଳୀନ ବ୍ୟବହାର ଲାଗି ଆଜି DCGIର ଅନୁମତି ମାଗିଛି । ତେବେ ଶିଶୁଙ୍କ ଟିକାକରଣ ପାଇଁ ସେରମ୍ ପ୍ରସ୍ତୁତ କୋଭୋଭାକ୍ସ ଟିକାକୁ କିନ୍ତୁ ଦେଶରେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ୍ ଟ୍ରାଏଲ୍ ଲାଗି ଅନୁମତି ମିଳିନି ।