Home Covid ତୃତୀୟ ଲହର ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ, ତିନୋଟି ଦିଗ ଉପରେ ରହିବ ଫୋକସ୍

ତୃତୀୟ ଲହର ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ, ତିନୋଟି ଦିଗ ଉପରେ ରହିବ ଫୋକସ୍

103
0

ଭୁବନେଶ୍ୱର ୦୫।୦୭: ଆମେ ତୃତୀୟ ଲହର ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ତାହା ଆସୁ ନ ଆସୁ ମାତ୍ର ଆମେ ଆଉ ଗୋଟିଏ ଲହର ପାଇଁ ପ୍ରସ୍ତୁତ ହୋଇ ରହିବୁ । ଏହାର ମୁକାବିଲା ପାଇଁ ତିନୋଟି ଦିଗ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକ ରହିଛି । ଭ୍ୟାକ୍ସିନେସନ ବଢ଼ାଇବା, ସର୍ଭିଲାନ୍ସ ଜାରି ରଖିବା ଆଉ ଭିତ୍ତିଭୂମି ପ୍ରସ୍ତୁତ ରଖିବା ଏହା ଆମର ପ୍ରାଥମିକ ଲକ୍ଷ୍ୟ । ଫୋକସରେ ରହିବ ଶିଶୁ ମାନଙ୍କ ଚିକିତ୍ସା ରହିବ । ସେ ଦିଗରେ ଟ୍ରେନିଂ କାର୍ଯ୍ୟ ଆରମ୍ଭ ହୋଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।