Home Awareness ଅକ୍ଟୋବର-ନଭେମ୍ବରରେ ରାଜ୍ୟରେ ଆସିପାରେ କରୋନାର ତୃତୀୟ ଲହର

ଅକ୍ଟୋବର-ନଭେମ୍ବରରେ ରାଜ୍ୟରେ ଆସିପାରେ କରୋନାର ତୃତୀୟ ଲହର

102
0

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର-ନଭେମ୍ବର ମାସରେ ରାଜ୍ୟରେ କରୋନାର ତୃତୀୟ ଲହର ଆସିପାରେ। ଏଥିରେ ୧୮ ବର୍ଷ ପର୍ଯ୍ୟନ୍ତ ଶିଶୁମାନେ ଅଧିକ ଆକ୍ରାନ୍ତ ହେବା ଆଶଙ୍କା କରାଯାଉଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି ।