Home Covid ଅଗଷ୍ଟ ୧ ଯାଏ ବଢ଼ିଲା ଓଡ଼ିଶାରେ ଆଂଶିକ ଲକ୍‌ଡାଉନ୍‌

ଅଗଷ୍ଟ ୧ ଯାଏ ବଢ଼ିଲା ଓଡ଼ିଶାରେ ଆଂଶିକ ଲକ୍‌ଡାଉନ୍‌

134
0

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୫ଟାରେ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ ଅବଧି ସରୁଥିବା ବେଳେ ଆଜି ରାଜ୍ୟ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଘୋଷଣା କରିଛନ୍ତି ମୁଖ୍ୟ ସଚିବ। ରାଜ୍ୟରେ ଅଗଷ୍ଟ ୧ ଯାଏ ଆଂଶିକ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟ ସଚିବ ଘୋଷଣା କରିଛନ୍ତି। କାଟେଗୋରୀ Aରେ ଥିବା ୨୦ ଜିଲ୍ଲା ଓ Bରେ ୧୦ ଜିଲ୍ଲାରେ କଟକଣା ପୂର୍ବପରି ବଳବତ୍ତର ରହିବ ।